ADVERTISEMENT
Home ଆଞ୍ଚଳିକ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ଯୋଗୁଁ ରାଜ୍ୟରେ ଆଜିଠୁ ତିନି ଦିନ ଯାଏଁ ବର୍ଷା...

ଉତ୍ତର ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ଯୋଗୁଁ ରାଜ୍ୟରେ ଆଜିଠୁ ତିନି ଦିନ ଯାଏଁ ବର୍ଷା ହେବ ସମ୍ଭାବନା।

145
ADVERTISEMENT

ଭୁବନେଶ୍ୱର,୮/୪(ଡି.ଏଚ୍ ବ୍ୟୁରେ।):-ଉତ୍ତର ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ଯୋଗୁଁ ରାଜ୍ୟରେ ଆଜିଠୁ ତିନି ଦିନ ଯାଏଁ ବର୍ଷା ହେବ ସମ୍ଭାବନା । ଫଳରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବର୍ଷା ଆଶଙ୍କା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲା ୱାର୍ଣ୍ଣିଂ ଜାରି । ଏବଂ ଆସନ୍ତା ୯ ଓ ୧୦ ତାରିଖରେ କାଳବୈଶାଖୀ ପ୍ରଭାବରୁ ବର୍ଷା ହେବ ବୋଲି ପାଣିପାଗ ବିଭାଗର ପୂର୍ବାନୁମାନ ।

Advertisement