Friday, November 6, 2026
ADVERTISEMENT
Home ଆଞ୍ଚଳିକ କେନ୍ଦୁଝର ଜିଲ୍ଲାରେ ଅଧିଷ୍ଠାତ୍ରୀ ଦେବୀ ଘଟଗାଁ ମା ତାରିଣୀଙ୍କ ସୁନା ବେଶ ଦର୍ଶନ ପାଇଁ ହଜାର୍...

କେନ୍ଦୁଝର ଜିଲ୍ଲାରେ ଅଧିଷ୍ଠାତ୍ରୀ ଦେବୀ ଘଟଗାଁ ମା ତାରିଣୀଙ୍କ ସୁନା ବେଶ ଦର୍ଶନ ପାଇଁ ହଜାର୍ ହଜାର୍ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ।

157
ADVERTISEMENT

କେନ୍ଦୁଝର,୧୧/୪(ଡି.ଏଚ ବ୍ୟୁରୋ):-କେନ୍ଦୁଝର ଜିଲ୍ଲାରେ ଅଧିଷ୍ଠାତ୍ରୀ ଦେବୀ ଘଟଗାଁ ମା ତାରିଣୀଙ୍କ ଚଇତି ପର୍ବ ମହାଆଡମ୍ବରରେ ଚାଲିଛି । ଦୀର୍ଘ ସାତ ଦିନ ଧରି ପାଳିତ ହେଉଥିବା ଚଇତି ଯାତର ଆଜି ହେଉଛି ତୃତୀୟ ଦିନ । ଫଳରେ ମା ତାରିଣୀଙ୍କ ସୁନା ବେଶ ଦର୍ଶନ ପାଇଁ ହଜାର୍ ହଜାର୍ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ।

Advertisement