ଗୁଜରାଟ,୧୨/୪(ଡି.ଏଚ୍ ବ୍ୟୁରୋ):-ଗୁଜରାଟର ଭରୁଚ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ। ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇନିକଟସ୍ଥ ହସ୍ପିଟାଲ ରେ ଭର୍ତି । ଏବଂପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ lଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ।