Tuesday, August 25, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ିଘଡ଼ି ସହ ବର୍ଷା...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ିଘଡ଼ି ସହ ବର୍ଷା ହେବା ସମ୍ଭାବନା।

141
ADVERTISEMENT

ଭୁବନେଶ୍ୱର,୧୬/୪(ଡି.ଏଚ ବ୍ୟୁରୋ):-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ିଘଡ଼ି ସହ ବର୍ଷା ହେବା ସମ୍ଭାବନା । ଜିଲ୍ଲା ମାନଙ୍କ ମଧ୍ୟରୁ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ।

Advertisement