ଆଜି ହେଉଛି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ।

157
ADVERTISEMENT

ଭୁବନେଶ୍ୱର,୧୭/୪(ଡି.ଏଚ୍ ବ୍ୟୁରୋ):-ଆଜି ହେଉଛି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଅବସରରେ ଭୁବନେଶ୍ବର ଜିଲ୍ଲା ବିଜେଡି ତରଫରୁ ବିନ୍ଦୁସାଗରରେ ତିଳତର୍ପଣ କରାଯିବା ସହ ଫରେଷ୍ଟ ପାର୍କରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ।

Advertisement