ଭୁବନେଶ୍ୱର,୧୮/୪(ଡି.ଏଚ ବ୍ୟୁରୋ):-ଓଡ଼ିଶାର ସ୍ବନାମଧନ୍ୟ ସଂଗୀତ ନିର୍ଦେଶକ, ଗୀତିକାର ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କର ବର୍ଷ ବୟସରେ ସେ ତାଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏବଂ ତାଙ୍କରି ବିୟୋଗରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ପ୍ରମୁଖ ଶୋକ ପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି ।
















