Friday, November 6, 2026
ADVERTISEMENT
Home ଆଞ୍ଚଳିକ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ନିକଟସ୍ଥ ଜିନ୍ଦଲ ସିମେଣ୍ଟ କାରଖାନାରେ ଲୁହା ଖମ୍ଭରେ ଚାପି ହୋଇ ଜଣେ...

ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ନିକଟସ୍ଥ ଜିନ୍ଦଲ ସିମେଣ୍ଟ କାରଖାନାରେ ଲୁହା ଖମ୍ଭରେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ।

177
ADVERTISEMENT

ସୁନ୍ଦରଗଡ଼,୧୯/୪(ଡି.ଏଚ ବ୍ୟୁରୋ):-ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ନିକଟସ୍ଥ ଜିନ୍ଦଲ ସିମେଣ୍ଟ କାରଖାନାରେ ଲୁହା ଖମ୍ଭରେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ । ସେପଟେ ମୃତ ଶ୍ରମିକଙ୍କ ପରିଚୟ ଅସ୍ପଷ୍ଟ ବେଳେ ସ୍ଥାନୀୟ ପୋଲିସର ତଦନ୍ତ ଜାରି । ଏବଂ ଅସାବଧାନତା ଯୋଗୁ ଏଭଳି ଅଘଟଣ ଘଟିଥିବା ସୂଚନା ।

Advertisement