ଛତ୍ରପୁର,୨୩/୪(ଡି.ଏଚ ବ୍ୟୁରେ।):-ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ହଂସପୁର ଗ୍ରାମରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା । ମୃତକ ଯୁବକ ଜଣଙ୍କ ହେଲେ ସେହି ଗ୍ରାମର କୃଷ୍ଣଚନ୍ଦ୍ର ପରିଡା । ତେବେ ହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସନ୍ଦେହ । ଏବଂ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ର ତଦନ୍ତ ଜାରି ।