ଭୁବନେଶ୍ୱର ରାଜଧୀନ ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ସ୍ତ୍ରୀ ଓ ଶାଳୀକୁ ହତ୍ୟା କଲା ସ୍ୱାମୀ।

123
ADVERTISEMENT

ଭୁବନେଶ୍ୱର,୨୪/୪(ଡି.ଏଚ ବ୍ୟୁରୋ):-ଭୁବନେଶ୍ୱର ରାଜଧୀନ ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ସ୍ତ୍ରୀ ଓ ଶାଳୀକୁ ହତ୍ୟା କଲା ସ୍ୱାମୀ। ତେବେ ଏଭଳି ହତ୍ୟା କାଣ୍ଡ କାହିଁକି ଘଟିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବାବେଳେ ସ୍ଥାନୀୟ ପୁଲିସ ତଦନ୍ତ ଜାରି ରଖିଥିବା ସୂଚନା ।

Advertisement