ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ ।

131
ADVERTISEMENT

ଭୁବନେଶ୍ବର,୨୫/୪(ଡି.ଏଚ ବ୍ୟୁରୋ):-ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ କଟକ ସ୍ଥିତ ବାସଭବନରେ ୮୫ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏବଂ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ଓ ଶାରଳା ପୁରସ୍କାରରେ ପୁରସ୍କୃତ ହୋଇଥିଲେ। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ପ୍ରମୁଖ ଶୋକ ପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି ।

Advertisement