ଜାତୀୟମୁଖ୍ୟ ଖବର ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚୁଆଲ ମୋଡ଼ରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । By Dunia Halchal - April 27, 2022 181 Share FacebookTwitterPinterestWhatsApp ADVERTISEMENT ନୂଆଦିଲ୍ଲୀ,୨୭/୪(ଡି.ଏଚ ବ୍ୟୁରୋ):-ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚୁଆଲ ମୋଡ଼ରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତରେ ପୁଣି ଥରେ ବଢୁଥିବାକରୋନା ସଂକ୍ରମଣର ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ କରିବେ ସମୀକ୍ଷା । ଏହି ବୈଠକ ଆଜି ଅପରାହ୍ନ ୧୨ଟାରେ ଆରମ୍ଭ ହେବ । Advertisement