Tuesday, September 22, 2026
ADVERTISEMENT
Home ଆଞ୍ଚଳିକ ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବେଗୁନିଆ ନିକଟରେ ଟ୍ରକକୁ ପଛପଟୁ ଧକ୍କା ଦେଲା...

ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବେଗୁନିଆ ନିକଟରେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ ।

152
ADVERTISEMENT

ବାଲେଶ୍ୱର,୯/୫(ଡି.ଏଚ୍ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବେଗୁନିଆ ନିକଟରେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ । ଫଳରେ ରୋଗୀଙ୍କ ସହ ଜଣ ଗୁରୁତର ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି । ତେବେ ଦୁର୍ଘଟଣା ପରେ ଟ୍ରକ ଚାଳକ ଘଟଣାସ୍ଥଳରେ ଫେରାର ଥିବା ବେଳେ ଖନ୍ତାପଡ଼ା ପୋଲିସର ଖୋଲତାଡ଼ ଜାରି।

Advertisement