ଭିଜିଲାନ୍ସ ଜାଲରେ ରାୟଗଡା ଅବକାରୀ ବିଭାଗର ଉପ ଅଧୀକ୍ଷକ ନୀନା ବେଉରା ।

101
ADVERTISEMENT

ରାୟଗଡା,୧୪/୫(ଡି.ଏଚ୍ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ରାୟଗଡା ଅବକାରୀ ବିଭାଗର ଉପ ଅଧୀକ୍ଷକ ନୀନା ବେଉରା। ସେ ରାୟଗଡାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ନିକଟରେ ଭିଜିଲାନ୍ସ ଚଢ଼ାଉ କରି ତାଙ୍କ ପାଖରୁ ନଗଦ ୬ ଲକ୍ଷ ଟଙ୍କାଜବତ କରିଥିଲା । ତେବେ ଟଙ୍କା କେଉଁଠୁ ଆଣିଥିଲେ ସେନେଇ ଭିଜିଲାନ୍ସ ଟିମ ର ଖୋଳତାଡ ଜାରି ।

Advertisement