Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଓଡ଼ିଶାରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ।

ଓଡ଼ିଶାରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ।

129
ADVERTISEMENT

ଭୁବନେଶ୍ୱର ,୧୫/୫(ଡି.ଏଚ ବ୍ୟୁରୋ):-ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ଉପରମୁହାଁ । ଫଳରେ ସୋନପୁରରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁଥିବାବେଳେ ଟିଟିଲାଗଡ଼ରେ ତାପମାତ୍ରା୪୩.୨ ଡିଗ୍ରୀକୁ ବୃଦ୍ଧି । ସେପଟେ ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁରରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ।

Advertisement