ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ।

117
ADVERTISEMENT

ଭୁବନେଶ୍ୱର,୧୯/୫(ଡି.ଏଚ ବ୍ୟୁରୋ):-ରାଜ୍ୟର ବିଭିନ୍ନ ସ୍ଥାନରେ କିଛି ପରିମାଣରେ ତାପମାତ୍ରା ଖସିବାରେ ଲାଗିଛି । ଫଳରେ କାଳବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ।

Advertisement