ବିହାର,୨୪/୫(ଡି.ଏଚ୍ ବ୍ୟୁରୋ):-ବିହାରର ପୂର୍ଣ୍ଣିୟା ଜିଲ୍ଲାରେ ଏକ ଟ୍ରକ୍ ଓଲଟି ପଡିବା ଫଳରେ ଘଟଣାସ୍ଥଳରେ ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତହୋଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି । ଟ୍ରକ ଟି କିଛି ଲୋକଙ୍କୁ ନେଇ ପୂର୍ଣ୍ଣିଆ ଜିଲ୍ଲାରୁ ପଶ୍ଚିମବଙ୍ଗ ଅଭିମୁଖେ ଯାତ୍ରା କରୁଥିବା ବେଳେ ଏଭଳି ଦୁର୍ଘଟଣାର ଶିକାର ହୋଇଥିଲା ।