ପୁରୀ:-ରଥଯାତ୍ରା ପାଇଁ ଆଜି ଅନୁଷ୍ଠିତ ହେବ ଦ୍ବିତୀୟ ରଥଯାତ୍ରା ସମନ୍ୱୟ ବୈଠକ।

74
ADVERTISEMENT

ପୁରୀ,୦୧/୬(ଡି.ଏଚ ବ୍ୟୁରୋ):-ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ଅନୁଷ୍ଠିତ ହେବ ଦ୍ବିତୀୟ ରଥଯାତ୍ରା ସମନ୍ୱୟ ବୈଠକ। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକ ରେ ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ କରାଯିବ ତଦାରଖ । ସେପଟେ ରଥ ଖଳାରେ ଗରଗରା କାର୍ଯ୍ୟ ଆରମ୍ଭ ହୋଇ ସାରିଛି ।

Advertisement