ପୁରୀ ଶ୍ରୀମନ୍ଦିରରେ ସ୍ନାନଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି।

145
ADVERTISEMENT

ପୁରୀ,୧୨/୬(ଡି.ଏଚ ବ୍ୟୁରୋ):-ପୁରୀ ଶ୍ରୀମନ୍ଦିରରେ ସ୍ନାନଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ଆଜିଠାରୁ ସ୍ନାନଯାତ୍ରା ଓ ଘୋଷଯାତ୍ରାର ବିଭିନ୍ନ ପର୍ଯ୍ୟାୟର ନୀତି ପାଇଁ ଦଇତାପତି ମାନେ ଶ୍ରୀମନ୍ଦିରରେ ପ୍ରବେଶ କରି ମହାପ୍ରଭୁଙ୍କ ବାହୁଟକଣ୍ଟ ନୀତି କରିବେ। ସେହିପରି ସ୍ନାନଯାତ୍ରା ପହଣ୍ଡି ପାଇଁ କୋଠସୁଆଂସିଆ ସେବକମାନଙ୍କ ପକ୍ଷରୁ ଆଜି ରତ୍ନସିଂହାସନରେ ଚାରମାଳ ବାନ୍ଧିବାର କାର୍ଯ୍ୟକ୍ରମ ରହିଛି।

Advertisement