ବାଲିଗୁଡ଼ା,୧୫/୬(ଡି.ଏଚ ବ୍ୟୁରୋ):-କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରୁ ଚୋରା ଗଞ୍ଜେଇ ଚାଲାଣ ବେଳେ ସ୍ଥାନୀୟ ପୋଲିସ ପକ୍ଷରୁ ୨୦୩ କେଜି ୪୦୦ ଗ୍ରାମ ଓଜନର ଗଞ୍ଜେଇ ଜବତ ସହ ୨ଜଣ ଗିରଫ । ଏବଂ ଗିରଫ ଦୁଇ ଜଣ ଉତ୍ତରପ୍ରଦେଶର ସାରୁଖ ଖାନ୍ ଓ ଅଜୟ କୁମାର ପାଲ୍ । ଦୁହେଁ ଏକ ଟ୍ରକରେ ଉତ୍ତରପ୍ରଦେଶକୁ ଚୋରାରେ ଗଞ୍ଜେଇ ଚାଲାଣ କରୁଥିବାବେଳେ ବେଳେ ପୋଲିସ ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଛି ।