ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହେଲା କାର,ଜଣେ ମହିଳାଙ୍କ ମୃତ୍ୟୁ ।

136
ADVERTISEMENT

ବାଲେଶ୍ଵର,୨୦/୬(ଡି.ଏଚ ବ୍ୟୁରୋ):-ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଗାନ୍ଧିଛକ ଠାରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହେଲା କାର। ଫଳରେ ରାସ୍ତା କଡ଼ରେ ଥିବା ସେଫ୍ଟି ଆଙ୍ଗେଲରେ ଚାପି ହୋଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ହୋଇ ବାଲେଶ୍ଵର ମେଡିକାଲକୁ ସ୍ଥାନାନ୍ତର । ଏବଂ ଘଟଣା ସ୍ଥଳରେ ପୋଲିସ, ଅଗ୍ନିଶମ ବିଭାଗର ଉଦ୍ଧାର କାର୍ଯ୍ୟ ଜାରି ।

Advertisement