Friday, November 6, 2026
ADVERTISEMENT
Home ଆଞ୍ଚଳିକ ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାଳିଆପାଣି ଠାରେ ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦନ...

ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାଳିଆପାଣି ଠାରେ ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦନ ମଜଦୁର ସଂଘ ତରଫରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ l

155
ADVERTISEMENT

ଯାଜପୁର,୨୪/୬(ସନ୍ତୋଷ ସାହୁ):-ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାଳିଆପାଣି ଠାରେ ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦନ ମଜଦୁର ସଂଘ ତରଫରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମାନ୍ୟବର ଇସ୍ପାତ ଓ ଖଣି, ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ,ମାନ୍ୟବର ଗ୍ରାମ୍ୟ ଉନ୍ନୟନ,ଦକ୍ଷତା ବିକାଶ ଓ ବୈଜ୍ଞାନିକ ଶିକ୍ଷା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଓ ମାନ୍ୟବର ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଏବଂ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଡ଼ଚଣା,ସାଂସଦ ଯାଜପୁର, ବିଧାୟିକା କବିସୂର୍ଯ୍ୟ ନଗର ଯୋଗ ଦେଇଛନ୍ତି l

Advertisement