ଭୁବନେଶ୍ୱର,୨୯/୬(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କଟକ ଡମପଡା ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଡମପଡା ସ୍ଥିତ ଅଫିସ, ବାରଙ୍ଗ କୁହ୍ଲେଇପଦା ସ୍ଥିତ ତିନି ମହଲା ବିଶିଷ୍ଟ ଘର, କେନ୍ଦ୍ରାପଡ଼ା ରାଜକନିକା ତନେଇପଦା ସ୍ଥିତ ସମ୍ପର୍କୀୟଙ୍କ ଘର ଓ ଚୌଦ୍ବାର ହାଉସିଂବୋର୍ଡ ସ୍ଥିତ ଭାଇଙ୍କ ଘରେ ଭିଜିଲାନ୍ସ ଟିମ ର ଚଢାଉ ଜାରି ।















