ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଳକ୍ ତୁରୁବୁଡି ପଞ୍ଚାୟତର ପିଇଓ ରାଜେନ୍ଦ୍ର କୁମାର ବେହେରା ।

129
ADVERTISEMENT

ପାତ୍ରପୁର,୩୦/୬(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଳକ୍ ତୁରୁବୁଡି ପଞ୍ଚାୟତର ପିଇଓ ରାଜେନ୍ଦ୍ର କୁମାର ବେହେରା । ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିତ ଘର ବାବଦର ଶେଷ ପର୍ଯ୍ୟାୟର ୩୦ ହଜାର ଟଙ୍କା ରିଲିଜ୍ କରିବାକୁ ୬ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ।

Advertisement