Friday, November 6, 2026
ADVERTISEMENT
Home ଆଞ୍ଚଳିକ ନିମାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାଇଁସ ଶାସନ ଗ୍ରାମ ପଞ୍ଚାୟତର ଶତାଧିକ କଂଗ୍ରେସ କର୍ମୀ ...

ନିମାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାଇଁସ ଶାସନ ଗ୍ରାମ ପଞ୍ଚାୟତର ଶତାଧିକ କଂଗ୍ରେସ କର୍ମୀ ବିଜେଡିରେ ଯୋଗଦେଲେ ।

185
ADVERTISEMENT

ନିମାପଡା,୩୦/୬(ଡି.ଏଚ ବ୍ୟୁରୋ):-ପୁରୀ ଜିଲ୍ଲା ନିମାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାଇଁସ ଶାସନ ଗ୍ରାମ ପଞ୍ଚାୟତର ଶତାଧିକ କଂଗ୍ରେସ କର୍ମୀ ଦଳରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଛନ୍ତି । ଫଳରେ ସ୍ଥାନୀୟ ବିଧାୟକ ତଥା ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସଭାପତି ଅଶୋକ ସାହୁ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଶଙ୍କର ଭୋଇ ପ୍ରମୁଖ ଯୋଗ ଦେଇ ନୂଆ ସଭ୍ୟମାନଙ୍କୁ ସ୍ବାଗତ କରିଥିଲେ ।

Advertisement