ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା ।

104
ADVERTISEMENT

ଭୁବନେଶ୍ୱର,୦୨/୭(ଡି.ଏଚ ବ୍ୟୁରୋ):-ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା । ଆମ ରାଜ୍ୟ ଅପେକ୍ଷା ଅନ୍ୟ ରାଜ୍ୟରେ ସଂକ୍ରମଣ ବେଶୀ ବଢୁଥିବାରୁ ଆସନ୍ତା ଦିନରେ ରାଜ୍ୟରେ ଅଧିକ ମାତ୍ରାରେ ବଢ଼ିପାରେ ସଂକ୍ରମଣ । ଫଳରେ ଯେଉଁମାନଙ୍କର ଟିକା ନେବାର ଅଛି ସେମାନେ ଟିକା ନିଅନ୍ତୁ । ଅଯଥା ଗହଳିକୁ ଯାଆନ୍ତୁ ନାହିଁ, ମାସ୍କ ସବୁବେଳେ ବ୍ୟବହାର କରନ୍ତୁ ବୋଲି ଅପିଲ କରିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ।

Advertisement