ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ l

111
ADVERTISEMENT

ଭୁବନେଶ୍ୱର,o୪/୬(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍ରୁ ଓ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ସୂଚନା । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୭୮୩କୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଜାରି । ସେପଟେ ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୧୩୫ କରୋନା ପଜିଟିଭ୍ l

Advertisement