ହିମାଚଳପ୍ରଦେଶ,୦୫/୬(ଡି.ଏଚ ବ୍ୟୁରୋ):-ହିମାଚଳ ପ୍ରଦେଶର ମଣ୍ଡି ଜିଲ୍ଲାରେ ଭୟଙ୍କର ଦୁର୍ଘଟଣା । ନିୟନ୍ତ୍ରଣ ହରାଇ ଏକ ଟ୍ରକ୍ ଘରେ ପଶିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆହତ ହୋଇ ସ୍ଥାନୀୟ ମେଡିକାଲରେ ଭର୍ତି । ଯାହାକୁ ନେଇ ସେହି ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଥିବାବେଳେ ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ।
















