ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ l

117
ADVERTISEMENT

ଭୁବନେଶ୍ୱର,୦୭/୭(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୫୧ ଜଣ କ୍ୱାରେଣ୍ଟାଇନ୍ରୁ ଓ ୧୭୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ସୂଚନା । ନୂତନ ସଂକ୍ରମିତକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୧୯୪୬କୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement