ଆଜି ଶ୍ରୀମନ୍ଦିର ରତ୍ନମଣ୍ଡପକୁ ବିଜେ କରିବେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି।

159
ADVERTISEMENT

ପୁରୀ,୧୨/୭(ଡି.ଏଚ ବ୍ୟୁରୋ):-ଆଜି ଘୋଷଯାତ୍ରାର ଶେଷ ପର୍ବ l ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନମଣ୍ଡପକୁ ବିଜେ କରିବେ। ଏବଂ ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ସ୍ବୟଂ ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ ମାନଭଞ୍ଜନ କରିବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

Advertisement