Tuesday, September 8, 2026
ADVERTISEMENT
Home ଆଞ୍ଚଳିକ କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସାନପାଟଣାରେ ଜଣେ ମହିଳାଙ୍କୁ କିଛି ଦୁର୍ବୃତ୍ତଙ୍କ ଏସିଡ୍...

କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସାନପାଟଣାରେ ଜଣେ ମହିଳାଙ୍କୁ କିଛି ଦୁର୍ବୃତ୍ତଙ୍କ ଏସିଡ୍ ମାଡ ।

163
ADVERTISEMENT

ତିଗିରିଆ,୧୩/୭(ଡି.ଏଚ ବ୍ୟୁରୋ):-କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସାନପାଟଣାରେ ଜଣେ ମହିଳାଙ୍କୁ କିଛି ଦୁର୍ବୃତ୍ତଙ୍କ ଏସିଡ୍ ମାଡ । ଫଳରେ ମହିଳା ଜଣଙ୍କ ଗୁରୁତର ହୋଇ କଟକ ବଡ ମେଡିକାଲକୁ ସ୍ଥାନାନ୍ତର । ଏବଂପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମହିଳାଙ୍କୁ ଏଭଳି ଏସିଡ୍ ମାଡ ହୋଇଥିବା ସନ୍ଦେହ କରାଯାଉଥିବାବେଳେ ଘଟଣାସ୍ଥଳେ ତିଗିରିଆ ପୋଲିସର ତଦନ୍ତ ଜାରି।

Advertisement