Thursday, September 24, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତାକାଲି ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ।

ଆସନ୍ତାକାଲି ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ।

167
ADVERTISEMENT

ଭୁବନେଶ୍ୱର,୧୭/୭(ଡି.ଏଚ ବ୍ୟୁରୋ):-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଆସନ୍ତାକାଲି ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ। ପ୍ରଥମ ଦିନରେ ୫ଟି ଗେଟ୍ ଖୋଲାଯିବା ନେଇ ନିର୍ଦ୍ଦେଶନାମା ଜାରି ଥିବାବେଳେ ଏନେଇ ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ।

Advertisement