ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ।

76
ADVERTISEMENT

କେନ୍ଦ୍ରାପଡା,୨୭/୭ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ । ସେ ଶିକ୍ଷା ବିଭାଗର ଜଣେ ପିଅନଙ୍କ ଠାରୁ ବଦଳି କରାଇଦେବା ନାଁରେ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ କେନ୍ଦ୍ରାପଡା ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ । ଏବଂ ଭିଜିଲାନ୍ସ ଟିମ୍ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଭଡା ଘର ସମେତ କଟକ ସ୍ଥିତ ଘର, ବାଲେଶ୍ବର ସ୍ଥିତ ପୈତୃକ ଘରେ ଏକକାଳୀନ ଚଢାଉ ବେଳେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରି ଛାନଭିନ୍ ଜାରି ରଖିଥିବା ସୂଚନା ।

Advertisement