Thursday, August 20, 2026
ADVERTISEMENT
Home ଆଞ୍ଚଳିକ ବିଦ୍ୟୁତ୍ ବିଭାଗର କନିଷ୍ଠ ଯନ୍ତ୍ରୀ ଜିତେନ୍ଦ୍ର ପଟ୍ଟନାୟକ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ...

ବିଦ୍ୟୁତ୍ ବିଭାଗର କନିଷ୍ଠ ଯନ୍ତ୍ରୀ ଜିତେନ୍ଦ୍ର ପଟ୍ଟନାୟକ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି ।

114
ADVERTISEMENT

ଭୁବନେଶ୍ୱର,୨୭/୭ଡି.ଏଚ ବ୍ୟୁରୋ):-ରାୟଗଡା ଜିଲ୍ଲା ଗୁଣପୁର ବ୍ଲକ୍ ଚାଲକମ୍ବା ଅଞ୍ଚଳର ଜଣେ ଚାଷୀଙ୍କଠାରୁ ବିଦ୍ୟୁତ୍ ସଂଯୋଗ ପାଇଁ ବିଦ୍ୟୁତ୍ ବିଭାଗର କନିଷ୍ଠ ଯନ୍ତ୍ରୀ ଜିତେନ୍ଦ୍ର ପଟ୍ଟନାୟକ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି । ଏଥିସହିତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଭିଜିଲାନ୍ସ ଟିମ୍ ତାଙ୍କ ପଦ୍ମପୁର, ରାୟଗଡ଼ା, ଏବଂ ବ୍ରହ୍ମପୁର ହିଲପାଟଣାସ୍ଥିତ ଘରେ ଚଢ଼ଉ ଜାରି ରଖିଛି।

Advertisement