ବିଧାନସଭାରେ କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଗୃହରେ ବିଜେପି ବିଧାୟକଙ୍କ ଜୋରଦାର ହଙ୍ଗାମା ।

99
ADVERTISEMENT

ଭୁବନେଶ୍ୱର,୨୮/୭(ଡି.ଏଚ୍ ବ୍ୟୁରୋ):- ବିଧାନସଭାରେ କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଗୃହରେ ବିଜେପି ବିଧାୟକଙ୍କ ଜୋରଦାର ହଙ୍ଗାମା । ଫଳରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ।

Advertisement