Friday, September 25, 2026
ADVERTISEMENT
Home ଆଞ୍ଚଳିକ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରାଣୀପେଣ୍ଟ ନିକଟସ୍ଥ ଗଜପତି ନର୍ସିଂ କଲେଜ ପରିସରରେ ଜଣେ ନର୍ସିଂ ଛାତ୍ରୀଙ୍କ...

ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରାଣୀପେଣ୍ଟ ନିକଟସ୍ଥ ଗଜପତି ନର୍ସିଂ କଲେଜ ପରିସରରେ ଜଣେ ନର୍ସିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

135
ADVERTISEMENT

ପାରଳାଖେମୁଣ୍ଡି,୨୮/୭(ଡି.ଏଚ୍ ବ୍ୟୁରୋ):-ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରାଣୀପେଣ୍ଟ ନିକଟସ୍ଥ ଗଜପତି ନର୍ସିଂ କଲେଜ ପରିସରରେ ଜଣେ ନର୍ସିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୃତ ଛାତ୍ରୀ ଜଣଙ୍କ ପ୍ରଥମ ବର୍ଷର ନର୍ସିଂ ଛାତ୍ରୀ ଅଖିଲା ବେହେରା ଥିବାବେଳେ ସେ ବ୍ରହ୍ମପୁର ଅଞ୍ଚଳର ହୋଇଥିବା ସୂଚନା ।ଏବଂ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସର ତଦନ୍ତ ଜାରି ।

Advertisement