ବ୍ରହ୍ମପୁର,୩୦/୭(ଡି.ଏଚ ବ୍ୟୁରୋ):-ବ୍ରହ୍ମପୁର ଗୋପାଳପୁର ଥାନା ଭିତରେ ପଶି ପାରିବାରିକ କଳହକୁ ନେଇ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳାଙ୍କର ମୃତ୍ୟୁ । ଗତକାଲି ତାଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜିକୁ ଅଣାଯାଇଥିଲା, କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା । ମୃତକ ହେଲେ ମାଣ୍ଡିଆପଲ୍ଲୀ ସ୍ଥିତ ଜ୍ୟୋତି ନଗରର ଟିକିନା ଦାସ।

















