Saturday, September 26, 2026
ADVERTISEMENT
Home ଆଞ୍ଚଳିକ ଆଜି ବରଗଡ଼ ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ।

ଆଜି ବରଗଡ଼ ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ।

200
ADVERTISEMENT

ବରଗଡ଼,୩୦/୭(ଡି.ଏଚ ବ୍ୟୁରୋ):-ଆଜି ବରଗଡ଼ ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବନ୍ଦ। ସକାଳ ୬ଟା ରୁ ସଂଧ୍ୟା ୬ଟା ଯାଏଁ ଏହି ବନ୍ଦ ଡାକରା ଦିଆଯାଇଥିବାବେଳେ ବନ୍ଦର ପ୍ରଭାବରେ ସହରର ଦୋକାନ ବଜାର, ସରକାରୀ ବେସରକାରୀ ଅଫିସ, ସ୍କୁଲ, କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ସହ ଆନ୍ଦୋଳନକାରୀମାନେ ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି ।

Advertisement