Tuesday, August 25, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟ ସରକାର ପକ୍ଷରୁ ରାଜ୍ୟରେ କାର୍ଯ୍ୟରତ ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ୩୮ ପ୍ରତିଶତ...

ରାଜ୍ୟ ସରକାର ପକ୍ଷରୁ ରାଜ୍ୟରେ କାର୍ଯ୍ୟରତ ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି ।

131
ADVERTISEMENT

ଭୁବନେଶ୍ୱର,୦୭/୮(ଡି.ଏଚ୍ ବ୍ୟୁରୋ):-ରାଜ୍ୟ ସରକାର ପକ୍ଷରୁ ରାଜ୍ୟରେ କାର୍ଯ୍ୟରତ ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି । ଫଳରେ ମାସିକ ୯ ହଜାର ଟଙ୍କାରୁ ବୃଦ୍ଧି ପାଇ ୧୨ ହଜାର ୪୮୦ ଟଙ୍କାରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ।

Advertisement