ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ଦୁଇ ଦିନ ଧରି ପ୍ରବଳ ବର୍ଷା ହେବ ସମ୍ଭାବନା ।

20
Animated drops of rain from cloud. It's raining. Vector illustration
ADVERTISEMENT

ଭୁବନେଶ୍ୱର,୦୯/୮(ଡି.ଏଚ୍ ବ୍ୟୁରୋ):-ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ଦୁଇ ଦିନ ଧରି ପ୍ରବଳ ବର୍ଷା ହେବ ସମ୍ଭାବନା । ଫଳରେ ବରଗଡ଼, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର ଏହି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisement