Friday, November 6, 2026
ADVERTISEMENT
Home ଆଞ୍ଚଳିକ ବାଲେଶ୍ବର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ...

ବାଲେଶ୍ବର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ ।

170
ADVERTISEMENT

ବାଲେଶ୍ବର,୧୦/୮(ଡି.ଏଚ୍ ବ୍ୟୁରୋ):-ବାଲେଶ୍ବର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ଏଥିରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି ଥିବା ବେଳେ ୭ ଜଣ ଗୁରୁତରଙ୍କୁ ବାଲେଶ୍ୱର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି l ଉକ୍ତ ବସ୍ ଟି ପଶ୍ଚିମବଙ୍ଗରୁ ତୀର୍ଥଯାତ୍ରୀକୁ ନେଇ ପୁରୀ ଅଭିମୁଖେ ଆସୁଥିଲା ।

Advertisement