ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ବୌଦ୍ଧ ଜିଲ୍ଲାର ମହାନଦୀରେ ବଡ଼ ଧରଣର ବନ୍ୟା ପରିସ୍ଥିତି...

ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ବୌଦ୍ଧ ଜିଲ୍ଲାର ମହାନଦୀରେ ବଡ଼ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ହରଭଙ୍ଗା ବ୍ଲକର ୫୫ଟି ଗାଁ ବନ୍ୟାଜଳରେ ପ୍ରଭାବିତ ହୋଇଛି ।

122
ADVERTISEMENT

ଭୁବନେଶ୍ୱର,୧୪/୮(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ବୌଦ୍ଧ ଜିଲ୍ଲାର ମହାନଦୀରେ ବଡ଼ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ହରଭଙ୍ଗା ବ୍ଲକର ୫୫ଟି ଗାଁ ବନ୍ୟାଜଳରେ ପ୍ରଭାବିତ ହୋଇଛି । ସେପଟେ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଫଳରେ ହୀରାକୁଦ ଜଳଭଣ୍ଡାରରୁ ୩୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି ।

Advertisement