ଆଜି ଦେଶ ପାଳୁଛି ୭୬ ତମ ସ୍ୱାଧିନତା ଦିବସ ।

86
ADVERTISEMENT

ଭୁବନେଶ୍ୱର,୧୫/୮(ଡି.ଏଚ ବ୍ୟୁରୋ):-ଆଜି ଦେଶ ପାଳୁଛି ୭୬ ତମ ସ୍ୱାଧିନତା ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ରାଜଧାନୀ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମସ୍ତ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ସେହିପରି ଲାଲ୍ କିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ପତାକା ଉତ୍ତୋଳନ କରିବା ସହ ସମଗ୍ର ଦେଶବାସୀଙ୍କୁ ୭୬ତମ ସ୍ୱାଧିନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି ।

Advertisement