ଆଜି ସୁନ୍ଦରଗଡ ଜିଲ୍ଲାରେ ରାଜ୍ୟର ଦ୍ଵିତୀୟ ଏମ୍ସ ପ୍ରତିଷ୍ଠା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା ।

80
ADVERTISEMENT

ସୁନ୍ଦରଗଡ,୧୯/୮(ଡି.ଏଚ୍ ବ୍ୟୁରୋ):-ଆଜି ସୁନ୍ଦରଗଡ ଜିଲ୍ଲାରେ ରାଜ୍ୟର ଦ୍ଵିତୀୟ ଏମ୍ସ ପ୍ରତିଷ୍ଠା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା । ଏହି ବନ୍ଦ ଡାକରାକୁ ସମସ୍ତ ରାଜନୈତିକ ଦଳ, ବ୍ୟବସାୟୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନ ସମର୍ଥନ ଜଣାଇଥିବାବେଳେ ଜିଲ୍ଲାରେ ସମସ୍ତ ବସ ଚଳାଚଳ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବା ସହ ଦୋକାନ ବଜାର ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବା ଦେଖିବାକୁ ମିଳିଛି ।

Advertisement