Friday, September 25, 2026
ADVERTISEMENT
Home ଆଞ୍ଚଳିକ ଆଜି ସୁନ୍ଦରଗଡ ଜିଲ୍ଲାରେ ରାଜ୍ୟର ଦ୍ଵିତୀୟ ଏମ୍ସ ପ୍ରତିଷ୍ଠା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ...

ଆଜି ସୁନ୍ଦରଗଡ ଜିଲ୍ଲାରେ ରାଜ୍ୟର ଦ୍ଵିତୀୟ ଏମ୍ସ ପ୍ରତିଷ୍ଠା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା ।

161
ADVERTISEMENT

ସୁନ୍ଦରଗଡ,୧୯/୮(ଡି.ଏଚ୍ ବ୍ୟୁରୋ):-ଆଜି ସୁନ୍ଦରଗଡ ଜିଲ୍ଲାରେ ରାଜ୍ୟର ଦ୍ଵିତୀୟ ଏମ୍ସ ପ୍ରତିଷ୍ଠା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା । ଏହି ବନ୍ଦ ଡାକରାକୁ ସମସ୍ତ ରାଜନୈତିକ ଦଳ, ବ୍ୟବସାୟୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନ ସମର୍ଥନ ଜଣାଇଥିବାବେଳେ ଜିଲ୍ଲାରେ ସମସ୍ତ ବସ ଚଳାଚଳ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବା ସହ ଦୋକାନ ବଜାର ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବା ଦେଖିବାକୁ ମିଳିଛି ।

Advertisement