Friday, September 25, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲା ଛତ୍ରପୁର ଡିଆରଡିଏ ନିକଟ ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ରାସ୍ତାକଡ଼ ଡିଭାଇଡରକୁ ପିଟିହେଲା...

ଗଞ୍ଜାମ ଜିଲ୍ଲା ଛତ୍ରପୁର ଡିଆରଡିଏ ନିକଟ ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ରାସ୍ତାକଡ଼ ଡିଭାଇଡରକୁ ପିଟିହେଲା ବାଇକ,ଦୁଇ ଜଣଙ୍କର ମୃତ୍ୟୁ ।

180
ADVERTISEMENT

ଛତ୍ରପୁର,୨୫/୮(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ଛତ୍ରପୁର ଡିଆରଡିଏ ନିକଟ ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ରାସ୍ତାକଡ଼ ଡିଭାଇଡରକୁ ପିଟିହେଲା ବାଇକ । ଘଟଣାସ୍ଥଳରେ ବାଇକ୍ରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକ ଦ୍ବୟ ହେଲେ ବ୍ରହ୍ମପୁର ବ୍ରହ୍ମାନଗର ଅଞ୍ଚଳର ସୁମନ ଦାସ ଓ ହିଞ୍ଜିଳିକାଟୁ କଂଚୁଡୁ ଅଞ୍ଚଳର ଦଣ୍ଡପାଳ ।

Advertisement