Friday, September 25, 2026
ADVERTISEMENT
Home ବଲାଙ୍ଗୀର ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପ୍ରଧାନ ଶିକ୍ଷକ ନିଲମ୍ବିତ ।

ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପ୍ରଧାନ ଶିକ୍ଷକ ନିଲମ୍ବିତ ।

160
ADVERTISEMENT

ବଲାଙ୍ଗୀର,୨୬/୮(ଡି.ଏଚ ବ୍ୟୁରୋ):-ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ କୁତୁର୍ଲା ପଞ୍ଚାୟତ ମୁରସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ବନାଥ ବୁଦ୍ଧିଆଙ୍କୁ ନିଲମ୍ବିତ । ସେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ସ୍ଥାନୀୟ ବିଇଓ ପକ୍ଷରୁ ନିଲମ୍ବିତ ହୋଇଥିବା ସୂଚନା ।

Advertisement