Friday, September 25, 2026
ADVERTISEMENT
Home ଆଞ୍ଚଳିକ ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଲୁଧିଗୁଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗଦୀଶ ବେହେରା ମଦ୍ୟପାନ...

ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଲୁଧିଗୁଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗଦୀଶ ବେହେରା ମଦ୍ୟପାନ କରି ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଘଟଣାରେ ନିଲମ୍ବିତ ।

154
ADVERTISEMENT

ଗଜପତି,୨୭/୮(ଡି.ଏଚ ବ୍ୟୁରୋ):-ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଲୁଧିଗୁଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗଦୀଶ ବେହେରା ମଦ୍ୟପାନ କରି ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଘଟଣାରେ ନିଲମ୍ବିତ । ସେ ନିଶାସକ୍ତ ଅବସ୍ଥାରେ ଅନ୍ୟ ଏକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇ ବିନା କାରଣରେ ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ତାଙ୍କୁ ମୋହନା ଗୋଷ୍ଠୀ ଶିକ୍ଷା ଅଧିକାରୀ ନିଲମ୍ବନ କରିଛନ୍ତି।

Advertisement