ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ ।

63
Water flowing along the street curb during heavy rain. Close up of splashing raindrops and air bubbles.
ADVERTISEMENT

ଭୁବନେଶ୍ୱର,୧୧/୯(ଡି.ଏଚ ବ୍ୟୁରୋ):-ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ଭିତରେ ଅବପାତ ରୂପ ନେବ । ଯାହାର ପ୍ରଭାବରେ ଆସନ୍ତା ତିନିଦିନ ରାଜ୍ୟର ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ । ଏବଂ ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ ।

Advertisement