ପୁରୀ ଜିଲ୍ଲା ଗୋପ ବ୍ଲକ ବନ୍ତୁଳିଗ୍ରାମ ପଞ୍ଚାୟତ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବଦଳିକୁ ନେଇ ଛାତ୍ରଛାତ୍ରୀଙ୍କ ପକ୍ଷରୁ ରାସ୍ତାରୋକ ।

88
ADVERTISEMENT

ପୁରୀ,୧୪/୯(ଡି.ଏଚ ବ୍ୟୁରୋ):-ପୁରୀ ଜିଲ୍ଲା ଗୋପ ବ୍ଲକ ବନ୍ତୁଳିଗ୍ରାମ ପଞ୍ଚାୟତ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବଦଳିକୁ ନେଇ ଛାତ୍ରଛାତ୍ରୀଙ୍କ ପକ୍ଷରୁ ରାସ୍ତାରୋକ । ଛାତ୍ରଛାତ୍ରୀମାନେ ସ୍କୁଲ ଗେଟରେ ତାଲା ପକାଇବା ସହ ରାସ୍ତା ଉପରେ ବସିରହିଛନ୍ତି । ଯାହାଫଳରେ ଗୋପ ବାଳଘାଇ ରାସ୍ତାରେ ଗାଡି ଚଳାଚଳ ସମ୍ପୂର୍ଣ ବନ୍ଦ ରହିଛି l

Advertisement