Friday, September 25, 2026
ADVERTISEMENT
Home ଆଞ୍ଚଳିକ ପୁରୀ ଜିଲ୍ଲା ଗୋପ ବ୍ଲକ ବନ୍ତୁଳିଗ୍ରାମ ପଞ୍ଚାୟତ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବଦଳିକୁ ନେଇ ଛାତ୍ରଛାତ୍ରୀଙ୍କ...

ପୁରୀ ଜିଲ୍ଲା ଗୋପ ବ୍ଲକ ବନ୍ତୁଳିଗ୍ରାମ ପଞ୍ଚାୟତ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବଦଳିକୁ ନେଇ ଛାତ୍ରଛାତ୍ରୀଙ୍କ ପକ୍ଷରୁ ରାସ୍ତାରୋକ ।

179
ADVERTISEMENT

ପୁରୀ,୧୪/୯(ଡି.ଏଚ ବ୍ୟୁରୋ):-ପୁରୀ ଜିଲ୍ଲା ଗୋପ ବ୍ଲକ ବନ୍ତୁଳିଗ୍ରାମ ପଞ୍ଚାୟତ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବଦଳିକୁ ନେଇ ଛାତ୍ରଛାତ୍ରୀଙ୍କ ପକ୍ଷରୁ ରାସ୍ତାରୋକ । ଛାତ୍ରଛାତ୍ରୀମାନେ ସ୍କୁଲ ଗେଟରେ ତାଲା ପକାଇବା ସହ ରାସ୍ତା ଉପରେ ବସିରହିଛନ୍ତି । ଯାହାଫଳରେ ଗୋପ ବାଳଘାଇ ରାସ୍ତାରେ ଗାଡି ଚଳାଚଳ ସମ୍ପୂର୍ଣ ବନ୍ଦ ରହିଛି l

Advertisement